logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆଜି ସୁଭଦ୍ରା ତୃତୀୟ କିସ୍ତି ଆଜି ରାଖି ପୂର୍ଣ୍ଣିମାରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ତୃତୀୟ କିସ୍ତି ଟଙ୍କା। କୋରାପୁଟ ଜିଲାର ଜୟପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଟମ ଦବାଇ ୧ କୋଟିରୁ ଊର୍ଦ୍ଧ୍ବ ସୁଭଦ୍ରା ଭଉଣୀଙ୍କୁ ତୃତୀୟ କିସ୍ତିର ୫ ହଜାର ଟଙ୍କା ଲେଖାଏଁ ବ୍ୟାଙ୍କ ଖାତାକୁ ପ୍ରଦାନ କରିବେ। ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କୋରାପୁଟ ଜିଲା ଗସ୍ତ ଅବସରରେ କୋଟିଆ ଗାଁକୁ ଯାଇଛନ୍ତି। କୋଟିଆର ପ୍ରତି ଘରେ ହିତାଧିକାରୀଙ୍କ ପାଖରେ କିପରି ସୁଭଦ୍ରା ଟଙ୍କା ପହଞ୍ଚିବ ସେଥିପ୍ରତି ଦୃ‌ଷ୍ଟି ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ତାଙ୍କ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ଯେ ଗ୍ରାମୀଣ ଅର୍ଥନୀତିରେ ବ୍ୟାପକ ପରିବର୍ତ୍ତନ ଆଣିଛି ସୁଭଦ୍ରା ଯୋଜନା। ଅଗଷ୍ଟ ୯ ରାଖି ପୂର୍ଣ୍ଣିମା ଅବସରରେ ଏଥିରେ ଯୋଡ଼ି ହେବାକୁ ଯାଉଛି ଆଉ ଏକ ଫର୍ଦ। ମହିଳାଙ୍କ ସମୃଦ୍ଧି ଜରିଆରେ ରାଜ୍ୟ ଓ ଦେଶର ଉନ୍ନତି ପାଇଁ ସଂକଳ୍ପବଦ୍ଧ ରାଜ୍ୟ ସରକାର। ଉପମୁଖ୍ୟମନ୍ତ୍ରୀ କହିଥିଲେ, ଅଗଷ୍ଟ ୯ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ/ମହିଳା ନୂତନ କରି ଆବେଦନ କରିବାକୁ ଥିବାବେଳେ ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ଉପରେ ପୁଣିଥରେ ସର୍ବେକ୍ଷଣ କରାଯିବ। ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ଯେଭଳି ସୁଭଦ୍ରା ପହଞ୍ଚିବ ସେନେଇ ଯୋଜନାକୁ କ୍ରିୟାନ୍ବୟନ କରିବାକୁ ସରକାର ଲଗାତାର ଭାବେ ପ୍ରୟାସ କରୁଥିବା ସେ ପ୍ରକାଶ କରିଛନ୍ତି।

on 9 August
user_ODISHA NEWS
ODISHA NEWS
Reporter Balangir•
on 9 August
6f241f3e-c17b-45a7-97f9-2c3ac7cd9766

More news from Jharsuguda and nearby areas
  • Post by Dharmu Oram
    1
    Post by Dharmu  Oram
    user_Dharmu  Oram
    Dharmu Oram
    सतभक्ति Jharsuguda•
    12 hrs ago
  • bajar ne
    1
    bajar ne
    user_Somnath Rana .#💌💞💖#
    Somnath Rana .#💌💞💖#
    Kalahandi•
    14 hrs ago
  • ଗୁପ୍ତ ରୋଗ ଅକାଳ ବୀର୍ଯ୍ୟପାତ ଶୁକ୍ରାଣୁ ରାତିସାରା ନିର୍ଗମନ ପୁରୁଷ ଶକ୍ତି ଡାକ୍ତର ପଙ୍କଜ କୁମାରଙ୍କ ସହିତ ଯୋଗାଯୋଗ କରନ୍ତୁ 9572291304, 7091077898
    1
    ଗୁପ୍ତ ରୋଗ ଅକାଳ ବୀର୍ଯ୍ୟପାତ ଶୁକ୍ରାଣୁ ରାତିସାରା ନିର୍ଗମନ ପୁରୁଷ ଶକ୍ତି ଡାକ୍ତର ପଙ୍କଜ କୁମାରଙ୍କ ସହିତ ଯୋଗାଯୋଗ କରନ୍ତୁ 9572291304, 7091077898
    user_Tulla tulsi
    Tulla tulsi
    Doctor Anugul•
    6 hrs ago
  • Post by DAMU MINZ
    1
    Post by DAMU MINZ
    user_DAMU MINZ
    DAMU MINZ
    Sundargarh•
    18 hrs ago
  • Post by Sandeep Barla
    1
    Post by Sandeep Barla
    user_Sandeep Barla
    Sandeep Barla
    Sundargarh•
    2 hrs ago
  • Post by ଓମ୍ ସାଇ ରାମ୍
    1
    Post by ଓମ୍ ସାଇ ରାମ୍
    user_ଓମ୍ ସାଇ ରାମ୍
    ଓମ୍ ସାଇ ରାମ୍
    Singer Nabarangpur•
    17 hrs ago
  • Post by ଓମ୍ ସାଇ ରାମ୍
    1
    Post by ଓମ୍ ସାଇ ରାମ୍
    user_ଓମ୍ ସାଇ ରାମ୍
    ଓମ୍ ସାଇ ରାମ୍
    Singer Nabarangpur•
    20 hrs ago
  • Post by Tapasdas
    1
    Post by Tapasdas
    user_Tapasdas
    Tapasdas
    Journalist Dhenkanal•
    3 hrs ago
  • Post by User5115 Susanta Kumar Pattnaik
    1
    Post by User5115 Susanta Kumar Pattnaik
    user_User5115 Susanta Kumar Pattnaik
    User5115 Susanta Kumar Pattnaik
    Journalist Khordha•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.